Download Now Banner

This browser does not support the video element.

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଆସୁଛି ଆଉ ଏକ ଲଘୁଚାପ;ଏନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ସଂଜୀବ ଦିୱେଦି

Bhubaneswar M Corp, Khordha | Sep 30, 2025
ଆଗାମୀ ଚାରି ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି, ପବନ ସହିତ ବର୍ଷା ସମ୍ଭାବନା ଅଛି। ସେଥିପାଇଁ ୩ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩୦ ତାରିଖରେ ଉତ୍ତର ଆଣ୍ଡାମାନସାଗର ଅଞ୍ଚଳରେ ଏକ ନୂତନ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଅଛି। ଏହାର ପ୍ରଭାବରେ ଉତ୍ତର ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ, ଅକ୍ଟୋବର ୧ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି।
Read More News
T & CPrivacy PolicyContact Us