Download Now Banner

This browser does not support the video element.

କବିସୂର୍ଯ୍ୟନଗର: ବେଗୁନିଆପଡ଼ାରେ ତ୍ରିରଙ୍ଗା ଶୋଭାଯାତ୍ରା

Kabisuryanagar, Ganjam | Aug 14, 2025
ଆଉ କିଛି ଘଣ୍ଟା ପରେ ଦେଶ ପାଳିବ ୭୯ତମ ସ୍ବାଧୀନତା ଦିବସ।ବେଗୁନିଆପଡ଼ା ବ୍ଲକ କାର୍ଯ୍ୟାଳୟ ପରିସରରୁ ଏକ ତ୍ରିରଙ୍ଗା ଶୋଭାଯାତ୍ରା ବାହାରି ବେଗୁନିଆପଡ଼ା ସହର ପରିକ୍ରମା କରିଵା ପରେ କୋଦଳା ସହର ପରିକ୍ରମା କରିଛି।ଏଥିରେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ, କୋଦଳା ଏନଏସି ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ନାୟକ, ବେଗୁନିଆପଡ଼ା ଗୋଷ୍ଠୀ ଉନ୍ନୟନ ଅଧିକାରୀଣୀ ସଶ୍ମିତା ଶତପଥୀ, ବେଗୁନିଆପଡ଼ା ବ୍ଳକ ଅଧ୍ଯକ୍ଷା ପ୍ରତିନିଧି ଦୁର୍ଯ୍ୟୋଧନ ଗୌଡ଼, ସମସ୍ତ ବ୍ଲକ୍ କର୍ମଚାରୀ, ଛାତ୍ର ଛାତ୍ରୀ, ବହୁ ବିଜେପି ନେତା ଓ କର୍ମକର୍ତ୍ତା ଏକାଠି ହୋଇ ଶୋଭାଯାତ୍ରାରେ ସାମିଲ ହୋଇଥିଲେ ।
Read More News
T & CPrivacy PolicyContact Us