Download Now Banner

This browser does not support the video element.

ଜମନକିରା: ଜମନକିରା ଠାରେ ନୂଆଖାଇ ଭେଟଘାଟ କାର୍ଯ୍ୟକ୍ରମ ସମାରୋହରେ ଅନୁଷ୍ଠିତ

Jamankira, Sambalpur | Sep 1, 2025
ଜମନକିରା ଠାରେ ନୂଆଖାଇ ଭେଟଘାଟ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବା ବେଳେ ଉକ୍ତ କାର୍ଯ୍ୟକ୍ରମ ରେ ମନ୍ତ୍ରୀ ରବି ନାରାୟଣ ନାଏକ ଯୋଗ ଦେଇ ଉତ୍ସାହିତ କରିଥିଲେ। ସୂଚନା ଅନୁସାରେ ଜମନକିରା ଠାରେ ମା ତୋର ସାହାରା ପରିବାର ପକ୍ଷରୁ ଉତ୍ସାହ ର ସହିତ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିବା ବେଳେ ଏହା ସୋମବାର ରାତି ୧୦ ଟା ସମୟରେ ଉଦଯାପିତ ହୋଇ ଯାଇଛି। ଉକ୍ତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାଏକ ଯୋଗ ଦେଇ ଉତ୍ସାହିତ କରିଥିଲେ।
Read More News
T & CPrivacy PolicyContact Us