Download Now Banner

This browser does not support the video element.

ହିଞ୍ଜିଳି: ହିଞ୍ଜିଳି କାଟୁ ନିର୍ବାଚନ ମଣ୍ଡଳୀର ଶେରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟଳୟ ପରିସରରେ ପଞ୍ଚାୟତ ସମିତି ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି

Hinjili, Ganjam | Aug 26, 2025
ଗଞ୍ଜାମ ଜିଲ୍ଲା ହିଞ୍ଜିଳି କାଟୁ ନିର୍ବାଚନ ମଣ୍ଡଳୀର ଶେରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟଳୟ ପରିସରରେ ଆଜି ଅନୁଷ୍ଠିତ ହୋଇଯାଇଛି ପଞ୍ଚାୟତ ସମିତି ସାଧାରଣ ବୈଠକ. ଦୀର୍ଘ ଦିନ ପରେ ଏହି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ବିଭିନ୍ନ ପଞ୍ଚାୟତ ରୁ ଆସିଥିବା ସରପଞ୍ଚ ଓ ସମିତି ସଭ୍ୟ ସଭ୍ୟା ଉପସ୍ଥିତ ରହି ନିଜ ନିଜର ପଞ୍ଚାୟତ ରେ ଥିବା ସମସ୍ୟା ଉପରେ ଉପସ୍ଥିତ ବିଭାଗୀୟ ଅଧିକାରୀ ଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ମଞ୍ଚ ରେ ଥିବା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ସାଂସଦ ପ୍ରତିନିଧି, ବିଧାୟକ ପ୍ରତିନିଧି ଙ୍କୁ ଜଣାଇଛନ୍ତି.
Read More News
T & CPrivacy PolicyContact Us