Download Now Banner

This browser does not support the video element.

ଧର୍ମଗଡ: କୋକସରା ବ୍ଲକ ର କ୍ଷୁଦ୍ର ଜଳସେଚନ ବିଭାଗ ର ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ଧର୍ମଗଡ଼ ବିଧାୟକ

Dharamgarh, Kalahandi | Sep 12, 2025
କୋକସରା ବ୍ଲକ କ୍ଷୁଦ୍ର ଜଳସେଚନ ବିଭାଗର ବିଭିନ୍ନ ଜଳସେଚନ ପ୍ରକଳ୍ପକୁ ଶୁକ୍ରବାର ସକାଳ ୧୧ ଟା ରେ ପରିଦର୍ଶନ କରିଛନ୍ତି ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀ।ବିଧାୟକଙ୍କ ଏହି ଗସ୍ତ ସମୟରେ ବିଭାଗୀୟ ସହକାରୀ ଯନ୍ତ୍ରୀ ତପନ କୁମାର ଦାସ, କନିଷ୍ଠ ଯନ୍ତ୍ରୀ ସୌମ୍ୟରଂଜନ ନାଏକ,ସମେତ ବିଜେପି କାର୍ଯ୍ୟକର୍ତ୍ତା ଓ ଚାଷୀ ମାନେ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us