Download Now Banner

This browser does not support the video element.

ଦେବଗଡ: ଲଘୁଚାପ ପ୍ରଭାବରେ ଜିଲ୍ଲାରେ ଲାଗି ରହିଛି ବର୍ଷା, ବଜ୍ରପାତ ଏବଂ ଝଡବର୍ଷା ପାଇଁ ଆସନ୍ତା ୫ ତାରିଖ ସକାଳ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ

Debagarh, Debagarh (Deogarh) | Aug 31, 2025
ଲଘୁଚାପ ପ୍ରଭାବରେ ଦେବଗଡ ଜିଲ୍ଲା ସଦର ମହକୁମା ସମେତ ଜିଲ୍ଲାର ବିଭିନ୍ନ ଅଂଚଳରେ ଆଜି ବର୍ଷା ଲାଗି ରହିଛି । ଏଥିସହ ଆଜି ଠାରୁ ଆସନ୍ତା ୫ ତାରିଖ ସକାଳ ପର୍ଯ୍ୟନ୍ତ ବଜ୍ରପାତ ଏବଂ ଝଡବର୍ଷା ସମ୍ଭାବନା ରହିଥିବା ବେଳେ ୟେଲୋ ୱାର୍ଣ୍ଣିଂ ଜାରି କରିବା ସହିତ ସତର୍କ ସୂଚନା ଦିଆଯାଇଛି । ଏହି ସମୟ ମଧ୍ୟରେ ଜିଲ୍ଲାର ବିଭିନ୍ନ ଅଂଚଳରେ ବିଜୁଳି, ଘଡଘଡି ସହିତ ୩୦ ରୁ ୪୦ କିମି ବେଗରେ ଝଟକା ପବନ ହେବାର ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିବା ସହିତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କେତେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
Read More News
T & CPrivacy PolicyContact Us