Install App
nuapdanewz
This browser does not support the video element.
ନୂଆପଡା: ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ
Nuapada, Nuapada | Aug 20, 2025
ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସମେତ ସ୍ୱାସ୍ଥ୍ୟ ବିଭାଗର ଅନେକ କର୍ମଚାରୀ ଉପସ୍ଥିତ ଥିଲେ।
Share
Read More News
T & C
Privacy Policy
Contact Us
Your browser does not support JavaScript!