Install App
aarohipatra4
This browser does not support the video element.
ନବରଙ୍ଗପୁର ପୋଲିସ ଷ୍ଟେସନ: ଆରସିଡ଼ି ହାଇସ୍କୁଲରେ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ରକ୍ତଦାନ ଶିବିର ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଅନୁଷ୍ଠିତ
Nabarangapur PS, Nabarangpur | Sep 5, 2025
ଆରସିଡ଼ି ହାଇସ୍କୁଲ ରେ ଜିଲ୍ଲା ଶିକ୍ଷା ଵିଭାଗ ପକ୍ଷରୁ ରକ୍ତ ଦାନ ଶିବିର ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଅନୁଷ୍ଠିତ ପବିତ୍ର ଗୁରୁ ଦିବସ ଅବସରରେ ଆଜି ନବରଙ୍ଗପୁର ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ଆଜି ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି। ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ର ସହଯୋଗ ରେ ସ୍ଥାନୀୟ ଆରସିଡ଼ି ହାଇସ୍କୁଲ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ 60 ଜଣ ଶିକ୍ଷକ ରକ୍ତଦାନ କରିଥିଲେ। ଏଥି ସହ ନବରଙ୍ଗପୁର ଜିଲ୍ଲା ସ୍ତରୀୟ ଉତ୍ସବ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!