Install App
angulkhabar123
This browser does not support the video element.
ଅନୁଗୋଳ: ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଗର୍ଭସ୍ଥ ଶିଶୁର ଲିଙ୍ଗ ନିରୂପଣ ସମ୍ପର୍କିତ ଜିଲ୍ଲା ସ୍ତରୀୟ ପରାମର୍ଶଦାତା କମିଟି ବୈଠକ ଅନୁଷ୍ଠିତ
Anugul, Angul | Aug 21, 2025
ଜିଲ୍ଲାରେ ଚାଲୁଥିବା ଅଲଟ୍ରାସାଉଣ୍ଡ କ୍ଲିନିକଗୁଡିକରେ ପି.ସି ଆଣ୍ଡ ପି.ଏନ.ଡି.ଟି ଆଇନର ସଠିକ କାର୍ଯ୍ୟକାରିତାକୁ ନେଇ ଆଜି ଅପରାହ୍ନରେ ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ୍ ଅଖତରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ପରାମର୍ଶଦାତା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ଅଲଟ୍ରାସାଉଣ୍ଡ କ୍ଲିନିକ୍ ଗୁଡିକର ସମୀକ୍ଷା କରି ଯେଉଁ ମାନେ ନିୟମ ଅନୁସାରେ କାର୍ଯ୍ୟ କରୁ ନଥିବା ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
Share
Read More News
T & C
Privacy Policy
Contact Us
Your browser does not support JavaScript!