Download Now Banner

This browser does not support the video element.

ଜୁନାଗଡ: ବଳଦିଆମାଳ ସ୍କୁଲରେ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ :ତାଲା ପକାଇଲେ ଲୋକେ, ଉଦ୍ଧାର ପାଇଁ ଯାଇଥିବା ପୋଲିସ ହଟ ହଟା

Junagarh, Kalahandi | Sep 2, 2025
ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ଅପରାହ୍ନ ୩ ଟାରେ ହାଇଡ୍ରାମା ଦେଖିବାକୁ ମିଳିଛି। ସ୍ଥାନୀୟ ପ୍ରଧାନଶିକ୍ଷକ ଦୁଲେନ୍ଦ୍ର ମେହେର ସ୍କୁଲର କିଛି ଛାତ୍ରୀଙ୍କୁ ଅସଦାଚରଣ କରୁଥିବା ଓ ବିଭିନ୍ନ ସମୟରେ ତାଙ୍କୁ ସ୍ପର୍ଶ କରୁଥିବା ଅଭିଯୋଗ ହୋଇଛି। ତଦନ୍ତ ପାଇଁ ୨ ଏବିଇଓ ଜଣେ ଶିକ୍ଷୟତ୍ରୀଙ୍କୁ ପଠାଯାଇଥିଲା।ଗ୍ରାମବାସୀ ମାନେ ଆଗ ପଟରୁ ଗେଟ ରେ ତାଲା ପକାଇ ଦେଇଥିଲେ। ଜୁନାଗଡ଼ ପୋଲିସ ଘଟଣା ସ୍ଥଳକୁ ପହଞ୍ଚିଥିଲା।
Read More News
T & CPrivacy PolicyContact Us