Download Now Banner

This browser does not support the video element.

ବାରିପଦା ମ୍ୟୁନିସିପାଲଟି: ମହାତ୍ମା ଗାନ୍ଧୀ ସମ୍ମିଳନୀ କକ୍ଷରେ ପିସି-ପିଏନଡ଼ିଟି ଆକ୍ଟ ସମ୍ପର୍କିତ ଜିଲ୍ଲା ସ୍ତରୀୟ ପରାମର୍ଶଦାତା କମିଟି ବୈଠକ ଅନୁଷ୍ଠିତ

Baripada M, Mayurbhanj | Sep 11, 2025
ଗୁରୁବାର ଦିନ ପ୍ରାୟ ୧୨ଟାରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ମହାତ୍ମା ଗାନ୍ଧୀ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତା ରେ ପିସି-ପିଏନଡ଼ିଟି ଆକ୍ଟର ଉପଯୁକ୍ତ କାର୍ଯ୍ୟକାରିତା ଉପରେ ଜିଲ୍ଲା ସ୍ତରୀୟ ପରାମର୍ଶଦାତା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଲିଙ୍ଗ ନିରୂପଣକୁ କିଭଳି କଡାକଡି ଭାବରେ ରୋକା ଯାଇପାରିବ ସେଥିପାଇଁ ଗୁରୁତର ସହ ଧ୍ୟାନ ଦେବାକୁ ଜିଲ୍ଲାପାଳ ସ୍ୱାସ୍ଥ୍ୟ ବିଭାଗର ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
Read More News
T & CPrivacy PolicyContact Us