Install App
baripada_news
This browser does not support the video element.
ବାରିପଦା ମ୍ୟୁନିସିପାଲଟି: ଉଦଳା କଲ୍ୟାଣ ମଣ୍ଡପରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବିଶ୍ୱହିନ୍ଦୁ ପରିଷଦ ସ୍ଥାପନ ଦିବସ ଓ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସ ପାଳନ
Baripada M, Mayurbhanj | Aug 21, 2025
ଗୁରୁବାର ଦିନ ପ୍ରାୟ ୧୨ଟାରେ ଉଦଳା NAC କଲ୍ୟାଣ ମଣ୍ଡପ ଥରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବିଶ୍ୱହିନ୍ଦୁ ପରିଷଦ ସ୍ଥାପନ ଦିବସ ଓ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସ ସପ୍ତାହ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉଦଳା ବିଧାୟକ ଭାସ୍କର ମଢେଇ ଯୋଗ ଦେଇଥିବା ବେଳେ ଅନ୍ୟାନ୍ୟ ଅତିଥି ଭାବେ ଉଦଳା NAC ଅଧ୍ୟକ୍ଷା ପ୍ରମିଳା ପଣ୍ଡା ଓ ଅନେକ ବରିଷ୍ଠ ବ୍ୟକ୍ତିବିଶେଷ ମାନେ ଉପସ୍ଥିତ ରହିଥିଲେ।
Share
Read More News
T & C
Privacy Policy
Contact Us
Your browser does not support JavaScript!