Download Now Banner

This browser does not support the video element.

ବୌଦ୍ଧ ସଦର: ବୌଦ୍ଧ ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ

Baudh Sadar, Boudh (Bauda) | Sep 1, 2025
ସୋମବାର ଦିନ ବୌଦ୍ଧ ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠି ହୋଇ ଯାଇଛି l ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ, ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋୟଲଙ୍କ ଶିବିରରେ ଉପସ୍ଥିତ ରହି ଆସିଥିବା ବିଭିନ୍ନ ଅଭିଯୋଗ ଗୁଡିକର ସମାଧାନ କରୁଥିବା ଦେଖିବାକୁ ମିଳିଛି l ସେହିପରି ବୌଦ୍ଧ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତ ଅଞ୍ଚଳରୁ ବିଭିନ୍ନ ସାମୂହିକ ଓ ବ୍ୟକ୍ତିଗତ ସମସ୍ୟା ନେଇ ଜନ ସାଧାରଣ ଶିବିରକୁ ଆସିଛନ୍ତି l
Read More News
T & CPrivacy PolicyContact Us