Download Now Banner

This browser does not support the video element.

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର କଣ୍ଟା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମୃତ, ୪ ଆହତ

Malkangiri, Malkangiri | Sep 1, 2025
ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର କଣ୍ଟା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ସୋମବାର ସକାଳେ ଏଭଳି ଦୁର୍ଘଟଣା ଘଟିଥିବା ଜଣାପଡିଛି। କାରକୁ ଧକ୍କା ଦେଇଥିଲା ଏକ ଟ୍ରକ। ଫଳରେ ଜଣକ ମୃତ୍ୟୁ ଘଟିଥିବା ବେଳେ ଦୁର୍ଘଟଣାରେ ୪ ଆହତ ହୋଇଥିବା ଜଣାପଡିଛି। ଆହତ ବ୍ୟକ୍ତିମାନଙ୍କୁ ଭଦ୍ରାଚଳମ୍ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି।
Read More News
T & CPrivacy PolicyContact Us