Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଲଘୁଚାପ ନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ସଂଜୀବ ଦିୱେଦି
Bhubaneswar M Corp, Khordha | Sep 29, 2025
ରାଜ୍ୟରେ ୧ ରୁ ପୁଣି ପ୍ରବଳ ବର୍ଷା । ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧ ଅକ୍ଟୋବର ପାଖାପାଖି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏଥିପାଇଁ ୧ ରୁ ରାଜ୍ୟରେ ପ୍ରବଳ ବର୍ଷାନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର ।
Share
Read More News
T & C
Privacy Policy
Contact Us
Your browser does not support JavaScript!