Install App
sushantpattnayak1983
This browser does not support the video element.
ସଦର: ଭବାନୀପାଟଣା ସ୍ଥିତ ବିଜେପି କାର୍ଯ୍ୟାଳୟ ଓ ବିକାଶ ବିଦ୍ୟାଳୟ ଫାଉଣ୍ଡେସନ ପରିସରରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ
Sadar, Kalahandi | Aug 27, 2025
ପବିତ୍ର ଶ୍ରୀ ଗଣେଶ ଚତୁର୍ଥୀ ଅବସରରେ ଭବାନୀପାଟଣା ସ୍ଥିତ ବିଜେପି କାର୍ଯ୍ୟାଳୟ ଓ ବିକାଶ ବିଦ୍ୟାଳୟ ଫାଉଣ୍ଡେସନ ପରିସରରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବୁଧବାର ସକାଳେ ଅନୁଷ୍ଠିତ କାର୍ଯ୍ଯକ୍ରମରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, କଳାହାଣ୍ଡି ସାଂସଦ ମାଲଭିକା ଦେବୀ, ବହୁ ବିଜେପି ନେତା ଓ କର୍ମକର୍ତ୍ତା ମାନେ ଉପସ୍ଥିତ ରହି ବୃକ୍ଷ ରୋପଣ କରିଥିଲେ।
Share
Read More News
T & C
Privacy Policy
Contact Us
Your browser does not support JavaScript!