Download Now Banner

This browser does not support the video element.

ଲକ୍ଷ୍ମୀପୁର: ନାରାୟଣପାଟଣା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଦୈନିକ ଖବର କାଗଜ ତରଫରୁ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

Lakshmipur, Koraput | Sep 7, 2025
ଆଜି ଏକ ଦୈନିକ ଖବର କାଗଜ ତରଫରୁ ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନାରାୟଣପାଟଣା ବ୍ଲକର ନାରାୟଣପାଟଣା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ତିତ୍ରାଙ୍କନ, ହସ୍ତାକ୍ଷର, ଭାଷାଜ୍ଞାନ ଓ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଗୋଲାଦି ତ୍ରିନାଥ, ସମ୍ମାନନୀୟ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିକ୍ରମ କୁମାର ଦୋରା,ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରଦୀପ୍ ନାଗ,ବରିଷ୍ଠ ନାଗରିକ ସୁରେନ୍ଦ୍ର ମହାନ୍ତି,ସମାଜସେବୀ ରମେଶ ଦାସ ପ୍ରମୁଖ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us