Download Now Banner

This browser does not support the video element.

କୋରାପୁଟ ସହର: ସୋମବାର କୋରାପୁଟ ସଦଭାବନା ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଏବଂ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହେବା ନେଇ ସୂଚନା

Koraput Town, Koraput | Aug 31, 2025
କୋରାପୁଟ ସଦରମହକୁମା ସଦଭାବନା ସଭାଗୃହ ଠାରେ ସୋମବାର ଜିଲ୍ଲା ସ୍ତରୀୟ ଅଭିଯୋଗ ଏବଂ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହେବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସନ୍ଧ୍ୟା ୬ଘଣ୍ଟା ସମୟରେ ସୂଚନା ଦିଆଯାଇଛି। ଅଭିଯୋଗ ଶୁଣାଣୀ ଶିବିରରେ କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନ ସହ ଏସପି ରୋହିତ ବର୍ମା ଉପସ୍ଥିତ ରହି ସ୍ଥାନୀୟ ଅଞ୍ଚଳର ସମସ୍ୟା ଶୁଣିବା ସହ ସମାଧାନ ନେଇ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସୂଚନା ଦିଆଯାଇଛି।
Read More News
T & CPrivacy PolicyContact Us