This browser does not support the video element.
ଡାବୁଗାଁ: ଗିରଲା ଛକ ନିକଟରେ ଦୁଇ ବାଇକ ମଧ୍ୟରେ ଧକ୍କାରେ ୨ ଗୁରୁତର ଓ ଜଣେ ମୃତ ଘଟଣା, ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର
Dabugan, Nabarangpur | Aug 28, 2025
ଗିରଲା ଛକରେ ବୁଧବାର ସନ୍ଧ୍ୟାରେ ଦୁଇଟି ବାଇକ୍ ମଧ୍ୟରେ ଧକ୍କା ହେବାରୁ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣଙ୍କ ଛେଳିବେଡା ଗ୍ରାମର?।ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି ଡାବୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।ଖବର ପାଇ ଡାବୁଗାଁ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଓ ଦୁର୍ଘଟଣାଗ୍ରସ୍ତ ବାଇକ୍ ଜବତ କରି ତଦନ୍ତ ଆରମ୍ଭ କରିଥିଲା ଏବଂ ଆଜି ଦିନ 11ଘଣ୍ଟା ସମୟରେ ଡାବୁଗାଁ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବବ୍ୟବଛେଦ ପରେ ପରିବାରକୁ ଶବ ହସ୍ତାନ୍ତର କଲା।