Download Now Banner

This browser does not support the video element.

ସୁକିନ୍ଦା: ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଦଶରଥପୁର ବନ୍ୟା ପ୍ରଭାବିତ ଅଞ୍ଚଳରେ ରିଲିଫ ଓ ଉଦ୍ଧାର କାର୍ଯ୍ୟ ଜାରି

Sukinda, Jajpur | Aug 27, 2025
ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ବୈତରଣୀ ନଦୀରେ ବନ୍ୟାଜଳ ବୃଦ୍ଧି ପାଇ ଏହାର ଶାଖା ନଦୀ କାଣୀ ନଦୀରେ ଦଶରଥପୁର ବ୍ଲକ ଅନ୍ତର୍ଗତ ଅହିୟାସ ପଞ୍ଚାୟତରେ ଏକ ଘାଇ ସୃଷ୍ଟି ହୋଇ ୨୦ ଟି ପଞ୍ଚାୟତ ଜଳବନ୍ଦୀ ହୋଇଅଛି । ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ରିଲିଫ ଓ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନ ରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଶ୍ରୀ ଶିବାନନ୍ଦ ସ୍ୱାଇଁ ବନ୍ୟାଞ୍ଚଳ ଗସ୍ତ କରି ରିଲିଫ ଓ ଉଦ୍ଧାର କାର୍ଯ୍ୟ ତଦାରଖ କରିଛନ୍ତି।
Read More News
T & CPrivacy PolicyContact Us