Download Now Banner

This browser does not support the video element.

ଆନନ୍ଦପୁର: ଚାରିନାଳିଆ ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ଗୁରୁତର

Anandapur, Kendujhar | Sep 24, 2025
ଆନନ୍ଦପୁର ଭଦ୍ରକ ରାସ୍ତାର ଚାରିନାଳିଆ ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି। ରାତି ୯ଟା ବେଳେ ଘଟିଛି ଏହି ଦୁର୍ଘଟଣା। ଏଥିରେ ଜଣେ ଗୁରୁତର ହୋଇଥିବା ବେଳେ ତାଙ୍କୁ ଉଦ୍ଧାର କରାଯାଇ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ପରିଚୟ ମିଳିପାରିନି।
Read More News
T & CPrivacy PolicyContact Us