This browser does not support the video element.
କେଗାଁଓ: ବ୍ଲକ ଅଧକ୍ଷ ଙ୍କ ଡୁଡକେଲ ସ୍ଥିତ ବାସଭବନରେ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ
Kegaon, Kalahandi | Sep 13, 2025
ବ୍ଲକ ଅଧକ୍ଷ ଙ୍କ ଡୁଡକେଲ ସ୍ଥିତ ବାସଭବନରେ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ଆଜି 13ତାରିଖ ଶନିବାର ଅପରାହ୍ନ 4ଟାରୁ ସନ୍ଧ୍ୟା 6ଟା ଯାଏ ଗୋଲାମୁଣ୍ଡା ବ୍ଲକ ଅଧକ୍ଷ ବିନ୍ଦୁ ମହାନନ୍ଦ ଙ୍କ ଡୁଡକେଲ ସ୍ଥିତ ନିଜ ବାସଭବନରେ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ଏହି ଜନଶୁଣାଣୀ ରେ ଗୋଲାମୁଣ୍ଡା ବ୍ଲକ ର ବିଭିନ୍ନ ପଞ୍ଚାୟତ ର ଲୋକେ ଆସି ନିଜ ନିଜ ସମସ୍ୟା ଉପସ୍ଥାପନା କଲାପରେ ବ୍ଲକ ଅଧକ୍ଷ ତୁରନ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଫୋନ କରି ତୁରନ୍ତ ସମାଧାନ କରିଥିଲେ