Download Now Banner

This browser does not support the video element.

କବିସୂର୍ଯ୍ୟନଗର: କୋଦଳା ରେ ବିଜେପିର ସମ୍ବର୍ଦ୍ଧନା ଉତ୍ସବ ଓ ମିଶ୍ରଣ ପର୍ବ ଅନୁଷ୍ଠିତ

Kabisuryanagar, Ganjam | Sep 7, 2025
କୋଦଳା ପୁରୁଣା ଡାକବଙ୍ଗଳା ପଡିଆ ଠାରେ ସମ୍ବର୍ଦ୍ଧନା ଉତ୍ସବ ସହ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। କବିସୂର୍ଯ୍ୟନଗରକୁ ମୁନ୍ସିପାଲଟି ମାନ୍ୟତା ପ୍ରଦାନ କରାଯାଇଥିବାରୁ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କୁ ଏଠାରେ ସମ୍ବର୍ଦ୍ଧନା ଦିଆଯାଇଛି। ଖଣି ଇସ୍ପାତ,ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା, ମତ୍ସ, ପଶୁ ସମ୍ପଦ କ୍ଷୁଦ୍ରଅଣୁ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ, କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠି, ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, ସୋରଡ଼ା ନୀଳମଣି ବିଷୋୟୀ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us