This browser does not support the video element.
ଭୋଗରାଇ: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ,ବିଚିତ୍ରପୁର ରେ ଡ଼ାକବାଜି ଯନ୍ତ୍ର ଦ୍ୱାରା ସଚେତନତା କଲା ମତ୍ସ୍ୟ ବିଭାଗ
Bhograi, Balasore | Oct 2, 2025
ଲଘୁଚାପ ପାଇଁ ପୁଣି ସତର୍କ ସୂଚନା । ଚଳିତ ବର୍ଷ ବାରମ୍ବାର ଲଘୁଚାପ ପାଇଁ ଭାଙ୍ଗି ଗଲାଣି ମତ୍ସ୍ୟଜୀବୀଙ୍କ ମେରୁଦଣ୍ଡ । ବିଚିତ୍ରପୁରରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା । ପ୍ରବଳ ବର୍ଷା ଓ ପବନ ପାଇଁ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ବାରଣ କଲା ମତ୍ସ୍ୟବିଭାଗ । ଚଳିତ ମାସ ୩ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ନଯିବାକୁ ମନା କରାଯାଇଛି । ମତ୍ସ୍ୟ ବିଭାଗର ନିର୍ଦ୍ଦେଶ ଅବମାନନା କଲେ ହେବ କଡା କାର୍ଯ୍ୟାନୁଷ୍ଠାନ । ସୂଚନା ଦେଲେ ଚନ୍ଦନେଶ୍ୱର ମତ୍ସ୍ୟ ଅଧିକାରୀ ଅନନ୍ତ ଜେନା ।