Download Now Banner

This browser does not support the video element.

ଛତ୍ରପୁର: ବେଗୁନିଆପଡ଼ା ଠାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି, ପ୍ରତିକ୍ରିୟା ରଖିଲେ ଜିଲ୍ଲାପାଳ

Chhatrapur, Ganjam | Aug 25, 2025
ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ଠାରେ ଆଜି ଜିଲ୍ଲା ସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳଙ୍କ ସହ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜନ କୁମାର ଦେ, ଅତିରିକ୍ତ ଜିଲ୍ଲାପାଳ ଶିବାଶିଷ ବରାଳ, ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣାଣୀ କରିଛନ୍ତି। ଏଥିରେ ୩୦୦ ରୁ ଉର୍ଦ୍ଧ୍ବ ଅଭିଯୋଗ ଆଗତ ହୋଇଥିବା ଜଣାପଡିଛି। ସୋମବାର ଅପରାହ୍ନରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ଗଞ୍ଜାମ ଜିଲ୍ଲାପାଳ ଭି କିର୍ତ୍ତିଭାସନ ।
Read More News
T & CPrivacy PolicyContact Us