Download Now Banner

This browser does not support the video element.

ବସ୍ତା: ବାଲିଆପାଳ ବ୍ଲକ ପରିସରରେ ଜିଲ୍ଲାପାଳ ଓ ଆରକ୍ଷୀଙ୍କ ମିଳିତ ଜନ ଶୁଣାଣୀ ଶିବିର ଅନୁଷ୍ଠିତ

Basta, Balasore | Sep 8, 2025
ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ ପରିସରରେ ସୋମବାର ପୂର୍ବାହ୍ନରେ ଜିଲ୍ଲାପାଳ ଓ ଆରକ୍ଷୀଙ୍କ ମିଳିତ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ବାଲେଶ୍ୱର ଅତିରିକ୍ତ ଜିଲ୍ଲାପାଳ ସୁଧାକର ନାୟକ, ଏସପି ପ୍ରତ୍ୟୁଷ ଦିବାକର,ମୁଖ୍ୟ ପ୍ରକଳ୍ପ ଉନ୍ନୟନ ଅଧିକାରୀ ସଞ୍ଜୟ ରାଉତ,ସିଡିଏମଓ ପ୍ରଭାତ କୁମାର ବେହେରା , ଉପଜିଲ୍ଲାପାଳ ଶିବ ମାଲାଭାୟା ,ବସ୍ତା ଏସଡିପିଓ ମାନସ କୁମାର ଦେଓ, ବାଲିଆପାଳ ତହସିଲଦାର ଜ୍ୟୋତ୍ସ୍ନା ରାଣୀ ନାୟକ, ବିଡିଓ ରାଧାରଞ୍ଜନ ଦାଶଙ୍କ ସମେତ ସମସ୍ତ ବିଭାଗର ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ଅଭିଯୋଗ ଗୁଡ଼ିକୁ ଗ୍ରହଣ କରିଥିଲେ ଏବଂ ସମାଧାନର ପ୍ରତିଶୃତ
Read More News
T & CPrivacy PolicyContact Us