Download Now Banner

This browser does not support the video element.

ଧରାକୋଟ: ସ୍ଵପ୍ନେଶ୍ଵର ମନ୍ଦିର ପ୍ରାଙ୍ଗଣରେ ସେବାପକ୍ଷ ପାଇଁ ବିଜେପି ର ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Dharakote, Ganjam | Sep 12, 2025
ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଧରାକୋଟ ସ୍ଵପ୍ନେଶ୍ଵର ମନ୍ଦିର ପ୍ରାଙ୍ଗଣରେ ବିଜେପି ଆସ୍କା ଘୁମୁସର ସାଙ୍ଗଠନିକ ଜିଲ୍ଲା କୃଷକ ମୋର୍ଚ୍ଚା ତରଫରୁ ସେପ୍ଟେମ୍ବର ୧୭ ରୁ ଅକ୍ଟୋବର ୨ ଯାଏଁ ଆରମ୍ଭ ହେବାକୁ ଥିବା ସେବାପକ୍ଷ ପାଇଁ ଏକ ପ୍ରସ୍ତୁତି ବୈଠକ ଆୟୋଜିତ ହୋଇଯାଇଛି | ରାଜ୍ୟ କୃଷକ ମୋର୍ଚ୍ଚା ସଂଯୋଜକ ସୁନୀଲ କୁମାର ମହାନ୍ତି ଙ୍କ ସଭାପତିତ୍ୱ ରେ ଆୟୋଜିତ ବୈଠକ ରେ ସରକାର ଙ୍କ ବିଭିନ୍ନ ଯୋଜନା ବିଷୟରେ ଅବଗତ କରାଇବା ସହ ସେବାପକ୍ଷ ର ମହତ୍ବ ବିଷୟରେ ଅବଗତ କରାଇଲେ |
Read More News
T & CPrivacy PolicyContact Us