Download Now Banner

This browser does not support the video element.

ଡାବୁଗାଁ: ଡ଼ାବୁଗାଁ ଠାରେ ଅତିରିକ୍ତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

Dabugan, Nabarangpur | Aug 25, 2025
ଡ଼ାବୁଗାଁ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ସମୟରେ ବ୍ଳକ ଏବଂ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୧୯ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୩ଟି ବ୍ୟକ୍ତିଗତ ସମସ୍ୟା ଓ ୦୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।
Read More News
T & CPrivacy PolicyContact Us