Download Now Banner

This browser does not support the video element.

କୋରାପୁଟ ସହର: ଆସନ୍ତା କାଲି କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି

Koraput Town, Koraput | Aug 21, 2025
କୋରାପୁଟ ଜିଲ୍ଲାରେ ଆସନ୍ତା କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି କରିଛି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଜି ଦିନ ୨ଟା ସମୟରେ ଏନେଇ କୋରାପୁଟ ଜିଲ୍ଲାକୁ ସତର୍କତା ଅବଲମ୍ବନ କରିବାକୁ ସୂଚନା ଦିଆଯାଇଛି। ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପବନ ହେବା ସମ୍ଭାବନା ରହିଛି। ଜିଲ୍ଲାର ସମସ୍ତ ବ୍ଳକ୍ ଅଧିକାରୀଙ୍କୁ ସତର୍କତା ଅବଲମ୍ବନ କରିବାକୁ ନିର୍ଦ୍ଦେଶ ଦିଆ ଯାଇଥିବା ଜଣାପଡିଛି।
Read More News
T & CPrivacy PolicyContact Us