This browser does not support the video element.
ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଭଞ୍ଜନଗର NAC ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି ।
Bhanjanagar, Ganjam | Sep 25, 2025
ଗଞ୍ଜାମ ଜିଲ୍ଲା ଭଞ୍ଜନଗର NAC ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମ ଆଜି ଦିନ 11 ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଥିବା ବେଳେ NAC ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର ,କାର୍ଯ୍ୟନିର୍ବାହୀ ଅଧିକାରୀ ମୁରଲୀକୃଷ୍ଟ ପଣ୍ଡା, କନିଷ୍ଠ ଯନ୍ତ୍ରୀ ଦିଲ୍ଲୀପ କୁମାର ମିଶ୍ର ଓ ସମସ୍ତ ସ୍ଵଛସାଥି, ସଫେଇ କର୍ମଚାରୀ ଙ୍କ ସମେତ ସମସ୍ତ କାଉନସିଲର ଓ ସ୍ଥାନୀୟ ଅଞ୍ଚଳ ର ବୁଦ୍ଧିଜୀବୀ ମାନେ ସାମିଲ ହୋଇଥିଲେ ।