This browser does not support the video element.
ଗୋବିନ୍ଦପୁର: ବାମରା ବ୍ଲକ ସମ୍ମିଳନୀ କକ୍ଷରେ ଶିଶୁ ସୁଲଭ ପଞ୍ଚାୟତ ଗଠନ ଓ ଶିଶୁ ସୁରକ୍ଷା ସଚେତନତା ଶିବିର ଅନୁଷ୍ଠିତ
Govindpur, Sambalpur | Aug 22, 2025
ବାମରା ବ୍ଲକ ଅଫିସ ସମ୍ମିଳନୀ କକ୍ଷରେ ବ୍ଲକ ପ୍ରଶାସନ ପକ୍ଷରୁ ଶିଶୁ ସୁରକ୍ଷା ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ବାମରା ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ମିନତୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଦିନ ଆୟୋଜିତ ହେଇଥିବା ଉକ୍ତ କାର୍ଯ୍ୟକ୍ରମ ରେ ବ୍ଲକ ଅଧ୍ୟକ୍ଷା ପିଙ୍କି ଧୂରୁଆ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯକ୍ରମକୁ ଉଦଘାଟନ କରିଥିଲେ। କରିଥିଲେ।ଏହା ଛଡା ଶିଶୁ ସୁଲଭ ପଞ୍ଚାୟତ ଗଠନ କରିବା ଦିଗରେ ପଦକ୍ଷେପ ନେବା ପାଇଁ ଅଧିକାରୀ ମାନେ ପରାମର୍ଶ ଦେଇଥିଲେ।