This browser does not support the video element.
ବୌଦ୍ଧ ସଦର: ଓସ୍ବାନ୍ ହଲ୍ ଠାରେ ଆମ ଶାସନ କାର୍ଯ୍ୟକ୍ରମର ଆଭାସୀ ମାଧ୍ୟମରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
Baudh Sadar, Boudh (Bauda) | Aug 26, 2025
ମଙ୍ଗଳବାର ଦିନ ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟର ଓସ୍ବାନ୍ ହଲ୍ ଠାରେ ଆମ ଶାସନ କାର୍ଯ୍ୟକ୍ରମର ଶୁଭାରମ୍ଭ ଆଭାସୀ ମାଧ୍ୟମରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ l ଭୁବନେଶ୍ବର ଠାରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିବା ବେଳେ ବୌଦ୍ଧ ଓସ୍ବାନ୍ ହଲ୍ ଠାରେ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନାଙ୍କ ସମେତ ଅନ୍ୟ ଅଧିକାରୀ ଓ ହିତାଧିକାରୀ ମାନେ ଉପସ୍ଥିତ ଥିଲେ l