Download Now Banner

This browser does not support the video element.

ଫୁଲବାଣୀ ସହର: ଏନଏସି ଦାବିରେ ଦାରିଙ୍ଗବାଡି ପଞ୍ଚାୟତ କାର୍ଯ୍ୟାଳୟ ପରିସର ମଧ୍ୟରେ ସ୍ୱତନ୍ତ୍ର ଗ୍ରାମସଭା

Phulabani Town, Kandhamal | Sep 3, 2025
କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି କୁ ବିଜ୍ଞାପିତ ଅଞ୍ଚଳ ପରିଷଦ ପାଇଁ ସ୍ୱତନ୍ତ୍ର ଗ୍ରାମସଭା ବୁଧବାର ପୂର୍ବାହ୍ନ ୧୦ ଘଣ୍ଟା ସମୟରେ ଦାରିଙ୍ଗିବାଡ଼ି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚ ଚନ୍ଦ୍ରିକା ମଲିକ ଙ୍କ ଅଧ୍ୟକ୍ଷତା ରେ ମୁଖ୍ୟ ଅତିଥିଭାବେ ଗୋଷ୍ଠି ପଞ୍ଚାୟତ ଉନ୍ନୟନ ଅଧିକାରୀ ସୁରେଶ ଚନ୍ଦ୍ର ପଣ୍ଡାଙ୍କ ସମେତ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ରୋଶନ କୁମାର ରଥ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ପ୍ରତିକ୍ରିୟା ରଖିଛନ୍ତି ଆଇନଜୀବୀ ସଂଘ ସଭାପତି ।
Read More News
T & CPrivacy PolicyContact Us