Download Now Banner

This browser does not support the video element.

ମାଲକାନଗିରି: ଆସନ୍ତା କାଲି ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି କରିଛି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର

Malkangiri, Malkangiri | Sep 10, 2025
ଆସନ୍ତା କାଲି ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି କରିଛି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଜି ଦିନ ୨ଟା ସମୟରେ ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମାଲକାନଗିରି ଜିଲ୍ଲା ପ୍ରଶାସନକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।
Read More News
T & CPrivacy PolicyContact Us