Download Now Banner

This browser does not support the video element.

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ନବୀନ ନିବାସରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ପ୍ରତିକ୍ରିୟା ରଖିଲେ ବରିଷ୍ଠ ନେତା ସୁରେଶ ରାଉତରାୟ

Bhubaneswar M Corp, Khordha | Aug 25, 2025
ନବୀନ ନିବାସରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କଲେ ବରିଷ୍ଠ ନେତା ସୁରେଶ ରାଉତରାୟ | ନବୀନ ବାବୁଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବାକୁ ପହଞ୍ଚିଲେ ସୁରେଶ ରାଉତରାୟ । ସ୍ୱାସ୍ଥ୍ୟାବସ୍ଥା କିପରି ଅଛି ସେନେଇ ପଚାରି ବୁଝି ପ୍ରତିକ୍ରିୟା ରଖିଛନ୍ତି । ନିକଟରେ ଏକ ଘରୋଇ ହସ୍ପିଟାଲରେ ଡିହାଇଡ୍ରେସନ୍ ହୋଇଥିବାରୁ ଚିକିତ୍ସିତ ହୋଇ ଫେରିଥିଲେ ନବୀନ ପଟ୍ଟନାୟକ ।
Read More News
T & CPrivacy PolicyContact Us