Install App
kishoreacharya
This browser does not support the video element.
ଆନନ୍ଦପୁର: ହାଟଡିହି ବ୍ଲକ କାର୍ଯ୍ୟାଳୟ ପରିସରରେ କୁପୋଷଣ ମୁକ୍ତ ପଞ୍ଚାୟତ ପ୍ରଶିକ୍ଷଣ ଶିବିର, ଯୋଗଦେଲେ ବିଡ଼ିଓ ଙ୍କ ସମେତ ଅନେକ ଅଧିକାରୀ
Anandapur, Kendujhar | Aug 30, 2025
ହାଟଡିହି ବ୍ଲକ କାର୍ଯ୍ୟାଳୟ ପରିସରରେ କୁପୋଷଣ ମୁକ୍ତ ପଞ୍ଚାୟତ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଯାଇଛି। ଏହି ଶିବିର ଦିନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିଥିଲା। ଏହି କାର୍ଯ୍ୟକ୍ରମରେ ବିଡ଼ିଓ ରଞ୍ଜନ କୁମାର ପରିଡ଼ା, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ, ସି.ପି ଙ୍କ ସମେତ ଅନେକ ଅଧିକାରୀ ଉପସ୍ଥିତ ଥିଲେ।
Share
Read More News
T & C
Privacy Policy
Contact Us
Your browser does not support JavaScript!