Download Now Banner

This browser does not support the video element.

ଭଦ୍ରକ ଗ୍ରାମାଞ୍ଚଳ: ଆଜି ଜିଲ୍ଲାପାଳ ଭଦ୍ରକଙ୍କ ଅଧ୍ୟକ୍ଷତାରେ ନିଜ କାର୍ଯ୍ୟାଳୟ ଠାରେ ଡିଜିଟାଲ ଫସଲ ସର୍ବେକ୍ଷଣ ପ୍ରଶିକ୍ଷଣ କର୍ମଶାଳା ଅନୁଷ୍ଠିତ

Bhadrak Rural, Bhadrak | Aug 26, 2025
ଆଜି ଜିଲ୍ଲାପାଳ,ଭଦ୍ରକଙ୍କ ଅଧ୍ୟକ୍ଷତାରେ ଡିଜିଟାଲ ଫସଲ ସର୍ବେକ୍ଷଣ ପ୍ରଶିକ୍ଷଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ,ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ),ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ,ଜିଲ୍ଲା କୃଷି ଅଧିକାରୀ ଭଦ୍ରକ ଓ ଧାମନଗରର ସମସ୍ତ ତହସିଲଦାର,ଗୋଷ୍ଠୀ କୃଷି ଅଧିକାରୀ, କୃଷି କର୍ମଚାରି ପ୍ରମୁଖ ଉପସ୍ଥିତ ଥିବା ଦେଖିବାକୁ ମିଳିଥିବା ବେଳେ ଫସଲ ସମ୍ବନ୍ଧୀୟ କ୍ଷୟକ୍ଷତି ଓ ଏହାର ପ୍ରତିକାର ତା ସହ ଡିଜିଟାଲ ମାଧ୍ୟମରେ ପଞ୍ଜିକରଣ ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରଯାଇଥିବା ଦେଖିବାକୁ ମିଳିଛି।
Read More News
T & CPrivacy PolicyContact Us