Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପାଣିପାଗ ସ୍ଥିତି ନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ସଂଜୀବ ଦିୱେଦି
Bhubaneswar M Corp, Khordha | May 19, 2025
ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଅନୁମାନ କରାଯାଇଛି। ଆସନ୍ତା ୨୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ସୋମବାର ୧୫ ଜିଲାକୁ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
Share
Read More News
T & C
Privacy Policy
Contact Us
Your browser does not support JavaScript!