Install App
kalpana7958
This browser does not support the video element.
ବାଲେଶ୍ବର ମ୍ୟୁନିସିପାଲଟି: ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟ ରେ ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ମେଧା ବୃତ୍ତି ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ
Baleshwar M, Balasore | Sep 5, 2025
ବାଲେଶ୍ଵର ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟ ରେ ଗୁରୁଦିବସ ଉପଲକ୍ଷେ ରାଜ୍ୟ ଅବସର ପ୍ରାପ୍ତ ସରକାରୀ କର୍ମଚାରି। ସଂଘ ପକ୍ଷରୁ ମେଧା ବୃତ୍ତି ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ସଂଘ ର ସମସ୍ତ ସଦସ୍ୟ ସଦସ୍ୟା ଉପସ୍ଥିତ ରହିଥିଲେ।ଉକ୍ତ କାର୍ଯ୍ୟକ୍ରମ କୁ ଶୁକ୍ରବାର ଦିନ ୩:୩୦ ରେ ସମାପନ କରାଯାଇଥିଲା।
Share
Read More News
T & C
Privacy Policy
Contact Us
Your browser does not support JavaScript!