Download Now Banner

This browser does not support the video element.

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପଟିଆ ଶିଶୁ ବିହାର ପାର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସହ ମନ୍ କି ବାତ୍ ଶୁଣିଛନ୍ତି

Bhubaneswar M Corp, Khordha | Aug 31, 2025
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୧୨୫ତମ ମନ୍ କି ବାତ୍ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପଟିଆ ଶିଶୁ ବିହାର ପାର୍କରେ ମୁଖ୍ୟମନ୍ତ୍ରୀ ସାଧାରଣ ଲୋକଙ୍କ ସହ ମନ୍ କି ବାତ୍ ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ। ଏଠାରେ ଏକାମ୍ର ବିଧାୟକ ବାବୁ ସିଂ, ବିଜେପି ନେତା ପ୍ରିୟଦର୍ଶୀ ମିଶ୍ର ଓ ଅନ୍ୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us