This browser does not support the video element.
କରଞ୍ଜିଆ: କରଞ୍ଜିଆ ଠାରେ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନଶୁଣାଣି ଅଭିଯୋଗ ଶିବିର ଅନୁଷ୍ଟିତ
Karanjia, Mayurbhanj | Jun 16, 2025
ଆଜି କରଞ୍ଜିଆ ଠାରେ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନଶୁଣାଣି ଅଭିଯୋଗ ଶିବିର ଅନୁଷ୍ଟିତ ହେଇ ଯାଇଛି। ଅତିରିକ୍ତ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଆଜି ଦିବା 11 ଘଟିକା ପରଠାରୁ ଅନୁଷ୍ଠିତ ହୋଇଯାଇଛି।ଉକ୍ତ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏବଂ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କରିଥିଲେ।ମୋଟ ୮୨ଟି ଅଭିଯୋଗ ଗ୍ରହଣ ହୋଇଥିଲା।