Download Now Banner

This browser does not support the video element.

ଖୋର୍ଦ୍ଧା: ଯୁବକଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା ହତ୍ୟାକାରିଙ୍କୁ ଆଜୀବନ ଜେଲ ଦଣ୍ଡ ଶୁଣାଇଲେ ଖୋର୍ଦ୍ଧା ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରା ଜଜ

Khordha, Khordha | Sep 27, 2025
ଟାଙ୍ଗିଆରେ ହାଣି ଯୁବକଙ୍କୁ ହତ୍ୟା ମାମଲାର ରାୟ ଖୋର୍ଦ୍ଧା ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରା ଜଜଙ୍କ କୋର୍ଟରେ ପ୍ରକାଶ ପାଇଛି। ସମସ୍ତ ସାକ୍ଷ୍ୟ ଓ ପ୍ରମାଣକୁ ଭିତି କରି ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରା ଜଜ ରଞ୍ଜୁଲତା ଲେଙ୍କା ହତ୍ୟା ଅଭିଯୁକ୍ତକୁ ଆଜୀବନ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି।
Read More News
T & CPrivacy PolicyContact Us