Download Now Banner

This browser does not support the video element.

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାପାଇଁ ପ୍ରବଳରୁ ଅତିପ୍ରବଳ ବର୍ଷା କୁ ନେଇ ରେଡ଼ ୱର୍ନିଙ୍ଗ ଜାରି କଲା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ

Jharsuguda, Jharsuguda | Sep 2, 2025
ଝାରସୁଗୁଡା ଜିଲ୍ଲାରେ ଆଜି ସକାଳୁ ମେଘୁଆ ପାଗ ଲାଗିରହିଛି। ତେବେ ଝାରସୁଗୁଡା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ବିଜୁଳି ବଜ୍ରପାତ ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ତେବେ ପ୍ରବଳରୁ ଅତିପ୍ରବଳ ବର୍ଷା ସହିତ ବିଜୁଳି ବଜ୍ରପାତକୁ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଝାରସୁଗୁଡା ଜିଲ୍ଲାପାଇଁ ଆସନ୍ତା ୦୩ ତାରିଖ ବୁଧବାର ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ଆଜି ମଙ୍ଗଳବାର ସକାଳ ଏଗାରଟା ସମୟରେ ରେଡ଼ ୱର୍ନିଙ୍ଗ ଜାରି କରାଯାଇଛି। ଏହି ସମୟରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା
Read More News
T & CPrivacy PolicyContact Us