This browser does not support the video element.
ଢେଙ୍କାନାଳ ସଦର: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ସ୍ୱଚ୍ଛ ପରିମଳ କାର୍ଯ୍ୟକ୍ରମ ଅନୁଷ୍ଠିତ
Dhenkanal Sadar, Dhenkanal | Aug 25, 2025
ଢେଙ୍କାନାଳ ପୌରପରିଷଦର ସ୍ୱାୟତ୍ତ ଶାସନ ଦିବସ ଉପଲକ୍ଷେ ଏକ ସପ୍ତାହ ଧରି ବିଭିନ୍ନ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହେଉଛି । ଏହି ଅବସରରେଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ସ୍ୱଛ ପରିମଳ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ପୌର ନିର୍ବାହୀ ଅଧିକାରୀ ଅସ୍ଵିନୀ ଦାସ, ପୌରଯନ୍ତ୍ରୀ ରସ୍ମିତା ମିଶ୍ର, ସମସ୍ତ ବାଉନସିଲ ଉପସ୍ଥିତ ଥିଲେ ।