This browser does not support the video element.
ଲାଞ୍ଜିଗଡ: ଢୋଡ଼ୱାଲୀରେ ଜଙ୍ଗଲୀ ହାତୀଙ୍କ ଉପଦ୍ରବ ଘଟଣା,ସହାୟତାର ହାତ ବଡ଼ାଇଲେ ୭ ଯୁବସାମ୍ବାଦିକ।ଏହାକୁ ନେଇ ପ୍ରତିକ୍ରିୟା ରଖିଲେ କ୍ଷତିଗ୍ରସ୍ତ ପରିବାର
Lanjigarh, Kalahandi | Sep 13, 2025
ବିଶ୍ୱନାଥପୁର ରେଞ୍ଜ ଅଞ୍ଚଳରେ ଦିନକୁ ଦିନ ଜଙ୍ଗଲୀ ହାତୀଙ୍କ ଉପଦ୍ରବ ବଡ଼ୁଥିବା ବେଳେ ମୂଷାନାଲ ସେକ୍ସନ ବେନଗାଁ ପଞ୍ଚାୟତ ଅନ୍ତର୍ଗତ ଢୋଡ଼ୱାଲୀ ଗାଁରେ ଦୁଇଟି ପରିବାରର ଦୁଇଟି ଘର ସମ୍ପୂର୍ଣ୍ଣ ଭାବେ ଭାଙ୍ଗିଦେଇ ରାସନ ସାମଗ୍ରୀ ସହିତ ଆସବାପତ୍ର ନଷ୍ଟ କରି ଦେଇଥିଲେ ।ସୂଚନା ମତେ ପାହାଡ଼ପଦର ପଞ୍ଚାୟତ ଅନ୍ତର୍ଗତ ପଟାଙ୍ଗପଦର ଗାଁର ଦୁଇ ପରିବାର କିଛି ବର୍ଷ ହେବ ବେନଗାଁ ପଞ୍ଚାୟତ ଅନ୍ତର୍ଗତ ଢୋଡ଼ୱାଲୀ ଗାଁରେ ରହି ପୋଡୁଚାଷ କରି ଆସୁଥିଲେ ହେଲେ ଗତ ୮ତାରିଖ ବିଳମ୍ବିତ ରାତିରେ ୨୨ଟିକିଆ ହାତୀ ପଲ ଗାଁକୁ ଆସି ଦୁଇଟି ଘର ସମ୍ପୂର୍ଣ୍ଣ ଭାଙ୍ଗି ଦେଇଥିବା ସୁଚନା।