Install App
baripada_news
This browser does not support the video element.
ବାରିପଦା ମ୍ୟୁନିସିପାଲଟି: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଲାଞ୍ଚୁଆ କନିଷ୍ଠ ଯନ୍ତ୍ରୀଙ୍କୁ ୨ବର୍ଷ କାରାଦଣ୍ଡ ଦେଲେ ବାରିପଦାର ସତନ୍ତ୍ର ଦୁର୍ନୀତି ନିବାରଣ କୋର୍ଟ
Baripada M, Mayurbhanj | Aug 30, 2025
ଆୟ ବହିର୍ଭୁତ ସମ୍ପତି ମାମଲାରେ ଲାଞ୍ଚୁଆ କନିଷ୍ଠ ଯନ୍ତ୍ରୀଙ୍କୁ ୨ବର୍ଷର କାରାଦଣ୍ଡାଦେଶ ପ୍ରଦାନ କରାଯାଇଛି। ବାରିପଦା ସ୍ଥିତ ସତନ୍ତ୍ର ଦୁର୍ନୀତି ନିବାରଣ କୋର୍ଟ ପକ୍ଷରୁ ଜଜ ପୂର୍ଣ୍ଣିମା ଜେନା ଉକ୍ତ ମାମଲାର ବିଚାର କରି ଶନିବାର ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରି ୨ବର୍ଷ କାରାଦଣ୍ଡାଦେଶ ପ୍ରଦାନ କରିବା ସହ ୧ଲକ୍ଷ ଟଙ୍କା ଜରିମାନା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
Share
Read More News
T & C
Privacy Policy
Contact Us
Your browser does not support JavaScript!