Download Now Banner

This browser does not support the video element.

ନବରଙ୍ଗପୁର ପୋଲିସ ଷ୍ଟେସନ: ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ପରିସରରେ ଗୋଟିଏ ଗଛ ମା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Nabarangapur PS, Nabarangpur | Aug 21, 2025
ଗୋଟିଏ ଗଛ ମା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ। ସୂଚନା ମୁତାବକ ଆଜି ଅପରାହ୍ନ 1 ଘଟିକା ସମୟରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ପରିସରରେ ଗୋଟିଏ ଗଛ ମା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଜିର କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ ଅଧୟକ୍ଷତାରେ ଅନୁଷ୍ଟିତ ହୋଇଯାଇଛି। ଜିଲ୍ଲାର ବିଭିନ୍ନ ସ୍ଥାନରେ କିଭଳି ଭାବେ ସଫଳତାର ସହ ଗୋଟିଏ ଗଛ ମା ପାଇଁ କାର୍ଯ୍ୟକ୍ରମ ହେଇପାରିବ ସେ ସଂପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା।
Read More News
T & CPrivacy PolicyContact Us