Download Now Banner

This browser does not support the video element.

ଧର୍ମଶାଳା: ଚଇନିହୁଡ଼ା ଗ୍ରାମରେ ମା ତାରିଣୀଙ୍କ ମନ୍ଦିର ପ୍ରାଙ୍ଗଣରେ ଆୟୋଜିତ ସପ୍ତସତୀ ଚଣ୍ଡୀ ମହାଯଜ୍ଞରେ ଯୋଗଦେଲେ ବିଧାୟକ ହିମାଂଶୁ

Dharmasala, Jajpur | Aug 31, 2025
ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଦେଓଦା ଗ୍ରାମପଞ୍ଚାୟତ ସ୍ଥିତ ଚଇନିହୁଡ଼ା ଗ୍ରାମରେ ମା ତାରିଣୀ ଙ୍କ ମନ୍ଦିର ପ୍ରାଙ୍ଗଣରେ ଆୟୋଜିତ ସପ୍ତସତୀ ଚଣ୍ଡୀ ମହାଯଜ୍ଞରେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ଯୋଗଦେଇ ମା ଙ୍କ ଆଶୀର୍ବାଦ ପ୍ରାପ୍ତ କରିବା ସହିତ ସ୍ଥାନୀୟ ଅଞ୍ଚଳର ସର୍ବାଙ୍ଗିନ ବିକାଶ ନେଇ ସ୍ଥାନୀୟ ବାସିନ୍ଦାଙ୍କ ସହିତ ଆଲୋଚନା କରିଥିବା ଶନିବାର ରାତି 10 ଘଟିକା ସମୟରେ ଦେଖିବାକୁ ମିଳିଛି ।
Read More News
T & CPrivacy PolicyContact Us