Download Now Banner

This browser does not support the video element.

ଦେବଗଡ: ଜିଲ୍ଲାରେ ପ୍ରବଳ ରୁ ଅତିପ୍ରବଳ ବର୍ଷା ସମ୍ଭାବନା, ଆସନ୍ତା ୨୪ ଘଂଟା ପାଇଁ ରେଟ ଆଲର୍ଟ ଜାରି କଲା ପାଣିପାଗ ବିଜ୍ଞାନ କେନ୍ଦ୍ର

Debagarh, Debagarh (Deogarh) | Sep 2, 2025
ରାଜ୍ୟରେ ସୃଷ୍ଟି ହୋଇଥିବା ଏକ ଲଘୁଚାପ ଧିରେ ଧିରେ ଅଧିକ ଘନୀଭୂତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ଜାରି ରହିଛି । ଏଥିସହ ଆସନ୍ତା ୨୪ ଘଂଟା ଧରି ଦେବଗଡ ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଥିବା ବେଳେ ରେଡ ଆଲର୍ଟ ଜାରି କରିବା ସହିତ ସତର୍କ ସୂଚନା ଦିଆଯାଇଛି । ପ୍ରବଳ ରୁ ଅତି ପ୍ରବଳ ବର୍ଷା ସହିତ ବଜ୍ରପାତ ଏବଂ ଝଡବର୍ଷାର ମଧ୍ୟ ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଠାରୁ ଆଜି ଦିନ ପ୍ରାୟ ୨ ଟାରେ ଏନେଇ ସୂଚନା ମିଳିଛି ।
Read More News
T & CPrivacy PolicyContact Us