This browser does not support the video element.
ନୟାଗଡ: ଗଣିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ
Nayagarh, Nayagarh | Aug 26, 2025
ଗଣିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟ ଅତିଥୁ ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗ ଦେଇଥିବା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ବ୍ଳକ ଅଧ୍ୟକ୍ଷା ଝୁନା ଜେନା, ଜିଲ୍ଲା ପରିଷଦ ସଭ୍ୟ ନରେଶ କୁମାର ବେହେରା, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ମଧୁସୂଦନ ଦାସ,ବିପିଏମ ଜ୍ଞାନ ଦର୍ଶନ ମିଶ୍ର, ଡାକ୍ତର ସୁଶ୍ରୀ ପ୍ରଭାତୀ ପ୍ରିୟଦର୍ଶିନୀ, ଡାକ୍ତର ପ୍ରଭାକର ଦାଶ,ରୋଗୀ କଲ୍ୟାଣ ସମିତିର ସମ ସଦସ୍ୟ, ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ I